ତାଲୁକ ଆଇନ ସେବା କମିଟିର ମହିଳା ସଶକ୍ତିକରଣ ଓ ସଚେତନତା କାର୍ଯ୍ୟକ୍ରମ
ଚମ୍ପୁଆ/ରାଜେଶ ଆଚାର୍ଯ୍ୟ :-ଚମ୍ପୁଆ ତାଲୁକ ଆଇନ୍ ସେବା କମିଟି ଆନୁକୂଲ୍ୟରେ ଚମ୍ପୁଆ ବିଜ୍ଞାପିତ ଅଞ୍ଚଳ ରେ ମହିଳା ଶଶକ୍ତିକରଣ ଓ ସଚେତନତା କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ତଥା ତାଲୁକ୍ ଆଇନ୍ ସେବା କମିଟିର ଅଧ୍ୟକ୍ଷ ଶ୍ରୀ ସରୋଜ କୁମାର ପ୍ରଧାନ ଅଧ୍ୟକ୍ଷତା କରିଥିଲେ…