କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୨ ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

ସୁମଙ୍ଗଲମ ପଞ୍ଚଭୂତ ସମ୍ମିଳନୀ ଧାରା : ସୋଆରେ ଆୟୋଜିତ ହେବ “ବାୟୁ” ସମ୍ମିଳନୀ

ଭୁବନେଶ୍ୱର: ପ୍ରକୃତିରେ ସବୁକିଛି ୫ଟି ଉପାଦାନ ବା ପଂଚ ମହାଭୂତ-ପୃଥିବୀ, ଜଳ, ଅଗ୍ନି, ବାୟୁ ଓ ଆକାଶକୁ ନେଇ ଗଠିତ । ଏଥି ମଧ୍ୟରୁ ଗୋଟି ଉପାଦାନରେ ଅସନ୍ତୁଳନ ଦେଖାଦେଲେ କିମ୍ବା କୌଣସି କ୍ଷତି ଘଟିଲେ ମାନବ ଜଗତ ଉପରେ ବିପଦ ଦେଖା ଦେଇଥାଏ । ଜୀବଜଗତର ଦୀର୍ଘସ୍ଥାୟିତ୍ୱ ଓ ସୁସ୍ଥ ଜୀବନ ପାଇଁ…

‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର :ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି…

ମେରୁଦଣ୍ଡ ରୋଗରେ ପୀଡିତ ଲୋକନାଥଙ୍କୁ ପୌରପରିଷଦ ତରଫରୁ ହୁଇଲ୍ ଚେୟାର

ଜଗତସିଂହପୁର / ରାକେଶ କୁମାର ରାୟ :- ଜଗତସିଂହପୁର ପୌରାଞ୍ଚଳ ୧୪ ନଂ ୱାର୍ଡ ଚାଟରା ଗ୍ରାମର ଲୋକନାଥ ଦାସ ଆଜକୁ ପ୍ରାୟ ଦୁଇ ବର୍ଷ ହେବ ମେରୁଦଣ୍ଡ ରୋଗରେ ପୀଡିତ ହୋଇ ନିଜ ଘର ବିଛଣାରେ ପଡିରହିଛନ୍ତି । ଲୋକନାଥ ଜଣେ ଗରିବ ଦଳିତ ଦିନ ମଜୁରୀଆ । ମଜୁରି ଲାଗିଲେ ପରିବାର ପ୍ରତି ପୋଷଣ କରୁଥିଲେ ।…

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ୧ ଏକର ଜାଗା ଓ ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ…

୧୫ ବର୍ଷିଆ ଗାଡି ସ୍କ୍ରାପିଂ ପାଇଁ ମଂଜୁର ହେଲା ପଂଜିକୃତ ଯାନ ସ୍କ୍ରାପିଂ ନୀତି-୨୦୨୨

ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ:12ଟି ବିଭାଗର 17ଟି ପ୍ରସ୍ତାବ ଅନୁମୋଦିତ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ 12ଟି ବିଭାଗର 17ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି।ସୂଚନା…

ଚତୁର୍ଥ ମିରାକଲ ଷ୍ଟାର୍ ନାଇଟ ଆୟୋଜିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ସ୍ଥାନୀୟ ଗୁଣ୍ଡିଚାବାଡି ପଡିଆ ଠାରେ ମିରାକଲ ନାଇଟ ଚତୁର୍ଥ ସଂସ୍କରଣ ଆଧୁନିକ ନୃତ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।…

କଲେଜ ଓ ସ୍କୁଲ ସ୍ତରରେ ୭୪ତମ ଏନସିସି ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟର ସମ୍ମୁଖ ପଡିଆ ଠାରେ ସ୍ଥାନୀୟ କଲେଜ ଓ ସ୍କୁଲ ସ୍ତରରେ ମିଳିତ ଭାବେ ୭୪ତମ ଏନସିସି ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ଅନୁଷ୍ଠିତ…

ବାଲ୍ୟବିବାହ ବନ୍ଦ କଲା ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ସଞ୍ଜୟ ଗାନ୍ଧୀ କଲୋନୀରେ ଆଗାମୀ ଦିନରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ। ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ବସ୍ଥ ସୂତ୍ରରୁ ଗୋଷାଣୀ ବାଲ୍ୟବିବାହ ନିଷେଧ…

ଜଳ ସଂପଦ ବିଭାଗ ଏବଂ ୟୁନିସେଫର ମିଳିତ ଆନୁକୂଲ୍ୟରେ ୟୁଥ ଫର ଓ୍ୱାଟର କାର୍ଯ୍ୟକ୍ରମ

ଜଳ ସମ୍ପଦର ସୁରକ୍ଷା, ସଂରକ୍ଷଣ ଓ ସ୍ୱଚ୍ଛତା ନିମନ୍ତେ ଯୁବଶକ୍ତିର ଭୂମିକା ଗୂରୁତ୍ୱପୂର୍ଣ୍ଣ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଯୁବକ ଯୁବତୀମାନଙ୍କୁ ପୁରସ୍କୃତ ଭୁବନେଶ୍ୱର: ରାଜ୍ୟ ଜଳସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଜଳ ସଂପଦ ବିଭାଗ ଏବଂ ୟୁନିସେଫର ମିଳିତ ଆନୁକୂଲ୍ୟରେ ୟୁଥ ଫର ଓ୍ୱାଟର…