ମେଡ଼ିକାଲ କଲେଜ ଓ ବିଶ୍ଵବିଦ୍ୟାଳୟ ସ୍ଥାପନ ଦାବି
ନୟାଗଡ଼,୬/୩:ନୟାଗଡ ବିକାଶ ମଞ୍ଚ ଏବଂ ହେମେନ୍ଦ୍ର ସେନାଙ୍କ ମିଳିତ ଆହ୍ବାନରେ ରବିବାର ସ୍ଥାନୀୟ କେ.ସି.କ୍ଲବଠାରେ ଆଲୋଚନା ସଭା ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିକାଶ ମଞ୍ଚର ଆବାହକ ସନ୍ତୋଷ ପ୍ରଧାନ ମେଡିକାଲ କଲେଜ ସ୍ଥାପନା ଏବଂନୟାଗଡ କଲେଜକୁ ବିଶ୍ବ…