ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କୁ ଓଡ଼ିଆ ଜାତି ଯଥୋଚିତ ସମ୍ମାନ ଦେଇପାରିନି
ପୂର୍ବତନ ମୂଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଜନ୍ମଜୟନ୍ତୀ ପାଳିତ
ବାଲିକୁଦା - ସ୍ବାଧୀନତା ର ପରବର୍ତ୍ତୀ ଅବସ୍ଥାରେ ବଡ଼ଚଣା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ଵ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଥିବା ଗାନ୍ଧୀବାଦୀ ନେତା ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କୁ ରାଜ୍ୟ…