ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ବିଶ୍ଵ ମାତୃଭାଷା ଦିବସ” ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ "ବିଶ୍ଵ ମାତୃଭାଷା ଦିବସ" ପାଳିତ ହୋଇଯାଇଛି। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଷମା ଦାସ ମୁଖ୍ୟ ଅତିଥି ରୂପେ ଯୋଗଦେଇ ମାତୃଭାଷା ଗୁରୁତ୍ବ ତଥା…