“ଶଦ୍ଦ ଅଙ୍ଗୀକାର ହେଲେ ତାହା ମନ୍ତ୍ର ହୁଏ |”
ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ଉଦଘାଟିତ
ନୟାଗଡ଼(ବିଶ୍ଵଜିତ ନାୟକ) - ନୟାଗଡ଼ ପୁସ୍ତକ ମହୋତ୍ସବ କମିଟି ଓ ଜିଲ୍ଲା ସଂସ୍କୃତି ପରିଷଦ ଆୟୋଜିତ ନୟାଗଡ଼ ପୁସ୍ତକ ମହୋତ୍ସବ ଓ କ୍ୟାରିୟର ମେଳା ବୁଧବାର ଉଦଘାଟିତ ହୋଇଯାଇଛି । ନୟାଗଡ଼ ପୁରୁଣାସହର ଦକ୍ଷୀଣକାଳୀ ପଡ଼ିଆଠାରେ ଆୟୋଜିତ…