କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର
୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ
ରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନ
ଚାଷୀ, ମହିଳା ଓ ଯୁବସମାଜ ଆମର ତ୍ରିଶକ୍ତି, ଆମ ପ୍ରଗତିର ସାରଥୀ - ମୁଖ୍ୟମନ୍ତ୍ରୀ
କେନ୍ଦୁଝର:…