ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ସମୀକ୍ଷା ବୈଠକ
ବଲାଙ୍ଗୀର (୩୧/୦୭): ଆଜି ପୂର୍ବାହ୍ନରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଓ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଭାଷୀ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ବିଭିନ୍ନ କ୍ଷେତ୍ରରେ!-->…