ଚମ୍ପୁଆ ନଗରମଣ୍ଡଳର ୫ମ କାର୍ଯ୍ୟକାରିଣୀ ବୈଠକ ଓ ସମର୍ପଣ ଦିବସ
ଦଳୀୟ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ବିଜେପି ରାଜ୍ୟ ସଭାପତି
ଚମ୍ପୁଆ:ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନଗର ମଣ୍ଡଳର ୫ମ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଓ ସମର୍ପଣ ଦିବସ ଅନୁଷ୍ଠିତ ହୋଇଯାଇଛି । ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନଗରମଣ୍ଡଳ…