ସ୍ୱାମୀ ବିବେକାନନ୍ଦ ସ୍ମାରକୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୦ ତମ ପ୍ରତିଷ୍ଠା ଦିବସ ପାଳିତ
ଜଗତସିଂହପୁର/ସୁମନ୍ତ କୁମାର ଦାସ:ଜଗତସିଂହପୁର ଜ଼ିଲ୍ଲାର ସର୍ବ ପୁରାତନ ସ୍ୱାମୀ ବିବେକାନନ୍ଦ ସ୍ମାରକୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୬୦ ତମ ପ୍ରତିଷ୍ଠା ଦିବସ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧକ୍ଷ୍ୟ ବିଜୟ…