ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସମ୍ବଲପୁର ଚାମ୍ପିଅନ
ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ୬ଷ୍ଠ ସ୍ପୋର୍ଟିଙ୍ଗ କ୍ଲବ ଆନୁକୁଲ୍ୟରେ ଚାଲିଥିବା ଦୁଇ ଦିନିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଫାଇନାଲ ଖେଳରେ ଫୁଲବାଣୀକୁ ୨-୦ ଗୋଳରେ ହରାଇ ସମ୍ବଲପୁର…