ଦୁଇ ଦିବ୍ୟାଙ୍ଗଙ୍କ ମୁହଁରେ ହସ ଫୁଟାଇଲା ଓଡିଶା ମୋ ପରିବାର
ଭୁବନେଶ୍ୱର (ଶାସକ ପ୍ରଶାସକ): ଦିବ୍ୟାଙ୍ଗ ହେଲେ ମଧ୍ୟ ହାରି ନାହିଁ ତାଙ୍କ ମନୋବଳ, ଯୁବାବସ୍ଥାରେ ଗୋଡ଼ ହରାଇଥିଲେ ମଧ୍ୟ ପରିବାର ମୁହଁରେ ଆହାର ଯୋଗାଇବାପାଇଁ ଅନେକ ପରିଶ୍ରମ କରୁଛନ୍ତି ସେ, ତାଙ୍କ କରୁଣ କାହାଣୀ ସମ୍ପର୍କରେ ଜାଣିବା ପରେ ସହାୟ ହେଲା ଓଡ଼ିଶା ମୋ ପରିବାର । ସ୍ଵାବଲମ୍ବୀ…