ସୁରଜକୁଣ୍ଡ ଗୃହମନ୍ତ୍ରୀ ସମ୍ମିଳନୀ : ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଯୋଗଦାନ
ଭୁବନେଶ୍ୱର: ହରିଆଣାର ସୁରଜକୁଣ୍ଡଠାରେ କେନ୍ଦ୍ର ସରକାରଙ୍କ ସ୍ୱରାଷ୍ଟ୍ର ମନ୍ତ୍ରାଳୟ ଆନୁକୂଲ୍ୟରେ ସମସ୍ତ ରାଜ୍ୟ ଗୃହମନ୍ତ୍ରୀମାନଙ୍କୁ ନେଇ ଚିନ୍ତନ ଶିବିର ଆରମ୍ଭ ହୋଇଛି । ଏହି ସମ୍ମିଳନୀରେ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଯୋଗଦାନ କରି ଜାତୀୟ ସଂହତି ଦୃଢ଼ୀଭୂତ…