ସାମ୍ବାଦିକଙ୍କ ସ୍ବର୍ଗତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେପି ନେତା ଡ଼ା ସମ୍ବିତ ପାତ୍ର
ବାଣପୁର /ଖୋର୍ଦ୍ଧା (ସେକ୍ କୌଶର) ବାଣପୁର-ବାଲୁଗାଁ ଅଞ୍ଚଳର ବିଶିଷ୍ଟ ସାମ୍ବାଦିକ ତଥା ଆଇନଜୀବୀ ସୀତାରାମ ଅଗ୍ରୱାଲଙ୍କ ପିତା ସ୍ବର୍ଗତ ଗଣେଶ ପ୍ରସାଦ ଅଗ୍ରୱାଲଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର । ଶ୍ରୀ ପାତ୍ର ଗୁରୁବାର ଦିନ…