ରାଧା ଗିରିଧାରୀ ଆଶ୍ରମରେ ଗୋବର୍ଦ୍ଧନ ପୂଜା ଅନୁଷ୍ଠିତ
ଭଞ୍ଜନଗର,: ଭଞ୍ଜନଗର ବ୍ଳକ୍ କୁଲାଡ ଠାରେ ଶ୍ରୀ ଶ୍ରୀ ରାଧା ଗିରିଧାରୀ ଆଶ୍ରମ ପକ୍ଷରୁ ଗୋବର୍ଦ୍ଧନ ପୂଜା ଏବଂ ଅନ୍ନକୂଟ୍ଟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥି ନିମିତ୍ତ କୁଲାଡ ଗ୍ରାମରେ ଆଜି ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ସକାଳ ସମୟରେ ଆଶ୍ରମ ପକ୍ଷରୁ ୧୦୮…