ପାରମ୍ପରିକ ରୀତି ନୀତିରେ ଅନନ୍ତ ଏବଂ ରାଧିକାଙ୍କ ନିର୍ବନ୍ଧ ସମ୍ପନ୍ନ
ଗୋଲ୍-ଧନା ଏବଂ ଚୁନରୀ ବିଧି ପରେ ପରସ୍ପର ପରସ୍ପରକୁ ମୁଦି ପିନ୍ଧାଇଲେ
ମୁମ୍ବଇ: ରାଧିକା ମର୍ଚ୍ଚାଣ୍ଟ ଏବଂ ଅନନ୍ତ ଅମ୍ବାନିଙ୍କ ମଧ୍ୟରେ ଗୁରୁବାର ପରିବାରବର୍ଗ ଏବଂ ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ପୂର୍ଣ୍ଣ ରୀତି ନୀତି ଓ ବିଧି ଅନୁଯାୟୀ ବିବାହ ପୂର୍ବ ଆନୁଷ୍ଠାନିକ ନିର୍ବନ୍ଧ କାର୍ଯ୍ୟ…