ଗଜପତି ପ୍ରେସ-କ୍ଳବ୍ ଉଦଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ପରିସରରେ ଆଜି ଜିଲ୍ଲାସ୍ତରୀୟ ସାମ୍ବାଦିକ ମାନଙ୍କ "ଗଜପତି ପ୍ରେସ-କ୍ଳବ୍" ଉଦଘାଟିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରିବନ୍ କାଟି "ଗଜପତି…