ଭୁବନେଶ୍ୱରରେ ପହଞ୍ଚିଲା ଡାକୋଟା ବିମାନ: ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ
ଏହି ବିମାନରେ ବିଜୁ ବାବୁ ତାଙ୍କ ସାହସିକତାର ଶ୍ରେଷ୍ଠତ୍ଵ ପ୍ରତିପାଦନ କରିଥିଲେ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଶାସକ ପ୍ରଶାସକ): ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ…