ରଶିଲଗାଇ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ।
କାମାକ୍ଷାନଗର/ ରିତେଶ ବ୍ରହ୍ମା:ପାରିବାରିକ କଳହରୁ ଯୁବକଙ୍କ ରଶି ଲଗାଇ ଆତ୍ମହତ୍ୟା ସନ୍ଦେହ। ମୃତ ଯୁବକ ହେଲେ କାମାକ୍ଷାନଗର ଥାନା କଇଁବିଲି ଗ୍ରାମର ପ୍ରସାନ୍ତ ସାହୁ । ସେ ତାଙ୍କ ଶ୍ବଶୁର ଘର ପରଜଙ୍ଗ ଥାନା ସରାଙ୍ଗ ଗ୍ରାମକୁ ଯାଇଥିଲେ। ଏବଂ ସେଠାରୁ ଦୁଇ ଦିନ ତଳେ ନିଜ ଘରକୁ ଆସିଥିଲେ।…