ବିଧାୟିକାଙ୍କ ଦ୍ଵାରା ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ l
ପଦ୍ମପୁର :- ଆଜି ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଉଦଘାଟିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା ଯୋଗଦେଇ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଜିଲ୍ଳା ମୁଖ୍ୟ ଚିକିତ୍ସାଧିକାରୀ ଡ. ଚାରୁବାଳା ରଥ, ଉପଖଣ୍ଡ…