ମହେନ୍ଦ୍ର ତନୟା ସାହିତ୍ୟ ସଂସଦ ପକ୍ଷରୁ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ , ଓଡ଼ିଶା ଅନ୍ତର୍ଗତ ମହେନ୍ଦ୍ର ତନୟା ସାହିତ୍ୟ ସଂସଦ (ଗଜପତି ଶାଖା) ପକ୍ଷରୁ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଭାପତି ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆଡ଼ମ୍ବର ସହକାରେ…

ଯୋଗର ଯୁଗଦ୍ରଷ୍ଟା ପୂଜ୍ୟ ପ୍ରକାଶ ଲାଲ ଜୀଙ୍କ ୧୭ତମ ପୁଣ୍ୟତିଥିରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱରତା-୩୦.୦୭.୨୦୨୬:ଯୋଗର ଯୁଗଦ୍ରଷ୍ଟା, ଭାରତୀୟ ଯୋଗ  ସଂସ୍ଥାନର  ପ୍ରତିଷ୍ଠାତା , ପୂଜ୍ୟ ଶ୍ରଦ୍ଧେୟ ପ୍ରକାଶ ଲାଲ ଜୀଙ୍କ ୧୭ତମ ପୁଣ୍ୟତିଥି (ସ୍ମୃତି ଦିବସ) ଅବସରରେ ଭାରତୀୟ ଯୋଗ ସଂସ୍ଥାନ, ଓଡ଼ିଶାର ନୟାପଲ୍ଲୀ ଯୋଗ ଜିଲ୍ଲା ପକ୍ଷରୁ ଏକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ସଭାର…

ଶିଶୁ ସୁରକ୍ଷା କର୍ମୀଙ୍କ ପାଇଁ ମାନସିକ ସ୍ୱାସ୍ଥ୍ୟ ଓ ମନୋସାମାଜିକ ସହାୟତା ଉପରେ କ୍ଷମତା ବିକାଶ ପ୍ରଶିକ୍ଷଣ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଗଜପତି ଓ ଆସୋସିଏସନ୍ ଫର୍ ରୁରାଲ୍ ଅପଲିଫ୍ଟମେଣ୍ଟ ଆଣ୍ଡ ନ୍ୟାସନାଲ୍ ଏଲିଜିଏନ୍ସ ( ଅରୁଣା), ବ୍ରହ୍ମପୁରର ସହଯୋଗରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ-୨ ରେ “ଶିଶୁ ସୁରକ୍ଷା…

ଏମ୍ ଏମ୍ ସି ମେଡିକାଲ ଠାରେ ପଞ୍ଚାୟତ ସମିତି ପକ୍ଷରୁ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ଜି ଉଦୟଗିରି,୨୯/୦୭(ଅବନୀ କୁମାର ପ୍ରଧାନ): ଜି ଉଦୟଗିରି ନିକଟସ୍ଥ ଏମ୍ ଏମ୍ ସି ମେଡିକାଲ ଠାରେ ପଞ୍ଚାୟତ ସମିତି ପକ୍ଷରୁ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଅଛି।ବ୍ଲକ୍ ଉନ୍ନୟନ ଅଧିକାରୀ ସତ୍ୟ ନାରାୟଣ ମିଶ୍ର ଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି…

ସ୍ବର୍ଗତ ଶିକ୍ଷକଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି ସଭା

ବେଲଗୁଣ୍ଠା, ୨୯/୦୭-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନାଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠ ଠାରେ ପ୍ରିୟ, ଆଦରଣୀୟ ଓ ସ୍ନେହଶୀଳ ଶିକ୍ଷକ ସ୍ୱର୍ଗତ ବିଶ୍ୱଜିତ ନାୟକ ଙ୍କ ଅକାଳ ବିୟୋଗରେ ଆୟୋଜିତ ସ୍ମୃତିସଭାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।ଉକ୍ତ ସ୍ମୃତିସଭା ଅପରାହ୍ନ ୨ଟା…

ନବରଙ୍ଗପୁର ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟ ସରକାରଙ୍କ ଉପ-ସଚିବ

ନବରଙ୍ଗପୁର ତା ୨୯.୭.୨୦୨୬:ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟବ୍ୟାପୀ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision-SIR)-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା ପାଇଁ ଓଡ଼ିଶା ସରକାରଙ୍କ ଉପ-ସଚିବ ଜିତେନ୍ଦ୍ର କୁମାର ପାତ୍ର ଆଜି ନବରଙ୍ଗପୁର…

ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ

https://youtu.be/cXdMdfCOFWM ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଷାଢ ପୂର୍ଣ୍ଣିମା ରେ ପ୍ରଭୁ ଜଗନ୍ନାଥଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ।ମହିଳା…

ତିର୍ତ୍ତୋଲ ରେ ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ

ଜଗତସିଂହପୁର, ତା ୨୯/୦୭/୨୬: ଲଘୁଚାପଜନିତ ବର୍ଷା ରେ ସମଗ୍ର ଓଡ଼ିଶା ପ୍ରଭାବିତ ହୋଇଛି। ଗତ ୨୬ ତାରିଖ ରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷା ଯୋଗୁଁ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି।ଏପରି ସ୍ଥିତି ରେ ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ…

ବ୍ରାହ୍ମଣ୍ଡି ଗ୍ରାମରୁ ୧ କେଜିରୁ ଉର୍ଦ୍ଧ ଗଞ୍ଜେଇ ଜବତ। ଯୁବକ ଗିରଫ।।

ବାଲିକୁଦା : ବାଲିକୁଦା ଥାନା ଅନ୍ତର୍ଗତ ବ୍ରାହ୍ମଣ୍ଡି ଗ୍ରାମରେ ଚଢଉ କରି ୧ କେଜି ୦୪୫ ଗ୍ରାମ ଗଞ୍ଜେଇ ଜବତ କରିଛି ବାଲିକୁଦା ଅବକାରୀ ଥାନା ଯାହାର ଆନୁମାନିକ ମୂଲ୍ଯ ୧୦୪୫୦/- ଟଙ୍କା ହେବ। ଏକ ଗୁଇନ୍ଦା ଖବରକୁ ଭିତ୍ତି କରି ବାଲିକୁଦା ଅବକାରୀ ଥାନାର ସବ୍ଇନ୍ସପେକ୍ଟର ନରେଶ କୁମାର…

ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟରେ ଅନୁ-ସଚିବ ଶ୍ରୀ ନିରଞ୍ଜନ ପାଢ଼ୀଙ୍କ କେନ୍ଦ୍ରାପଡ଼ା ଗସ୍ତ

ଏସ୍‌ଆଇଆର୍‌ର ଡ୍ରାଫ୍ଟ ପ୍ରକାଶ ପରବର୍ତ୍ତୀ କାର୍ଯ୍ୟକ୍ରମର ସମୀକ୍ଷା । କେନ୍ଦ୍ରାପଡ଼ା:୨୯.୦୭ )ପ୍ରଫୁଲ୍ଲ କୁମାର ମଲ୍ଲ) ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟାଳୟର ଅନୁ -ସଚିବ ଶ୍ରୀ ନିରଞ୍ଜନ ପାଢ଼ୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ସ୍ୱତନ୍ତ୍ର ସଘନ ସଂଶୋଧନ (Special…