ଜିଓ ପକ୍ଷରୁ ପବିତ୍ର ମକର ସଂକ୍ରାନ୍ତିରେ ରାଉରକେଲା ଓ ବ୍ରହ୍ମପୁର ସହରରେ ଟ୍ରୁ-୫ଜି ସେବା ଶୁଭାରମ୍ଭ
- ୮ଟି ରାଜ୍ୟର ୧୬ଟି ନୂଆ ସହରରେ ଜିଓ ଟ୍ରୁ-୫ଜି ସେବା ଆରମ୍ଭ
- ଆମନ୍ତ୍ରିତ ଜିଓ ୱେଲକମ୍ ଅଫର ବ୍ୟବହାରକାରୀମାନେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ଅସୀମିତ ୫ଜି ଡାଟା ସହ ୧ ଜିବିପିଏସ୍ରୁ ଅଧିକ ସ୍ପିଡ୍ ପାଇପାରିବେ
ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ପବିତ୍ର ମକର…