ବଡମ୍ବା ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର: ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ…