କମଳାଅର୍ଜୁନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ
ବାଲେଶ୍ବର.ଖଇରା( ବୁଲୁ ଲେଙ୍କା)ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଅଧିନ ଗଣ୍ଡିବେଡ଼ ମାଟିଆଳପଦା ସ୍ଥିତ କମଳାଅର୍ଜୁନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଛାତ୍ରୀ ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି।କଲେଜ ଅଧ୍ୟକ୍ଷ ଚିତ୍ତରଞ୍ଜନ ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ…