ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଗତ ଉତ୍ସବ ପାଳିତ
https://youtu.be/OymSj8dEHus
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରର ରଙ୍ଗମଞ୍ଚ ଠାରେ ବିଦ୍ୟାଳୟ ତରଫରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କ ନିମନ୍ତେ ସ୍ବାଗତ ମହୋତ୍ସବ…