ଜିଲ୍ଲାସ୍ତରୀୟ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଶିଶୁପାଇଁ ଦିନଟିଏ କାର୍ଯ୍ୟକ୍ରମ ଗଜପତିରେ ପାଳନ କରାଯାଇଛି। ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି ଜିଲ୍ଲା ଟାସ୍କ ଫୋର୍ସ- ବାଲ୍ୟବିବାହ ନିରୋଧ ,…