ମୁଦୁପୁର ପଞ୍ଚାୟତ ପକ୍ଷରୁ ମାଗଣା ମୋତିଆ ବିନ୍ଦୁ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ
ଜଗତସିଂହପୁର,/ସୁମନ୍ତ କୁମାର ଦାସ:ଜଗତସିଂହପୁର ବ୍ଲକ ମୁଦୁପୁର ପଞ୍ଚାୟତ ପକ୍ଷରୁ ମାଗଣା ମୋତିଆ ବିନ୍ଦୁ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି | ଏହି ଚକ୍ଷୁ ଚିକିତ୍ସା ଶିବିର କୁ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ରାୟ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟ୍ୟ ରେ…