ପେଣ୍ଡୋରାଖୋଳ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ
ରେଢାଖୋଲ/ଶ୍ରୀୟାସ୍ମିତା ସାମଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ରେ ଦିନକୁ ଦିନ ହାତୀ ଉପଦ୍ରବରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ କାଲି ବିଳମ୍ବିତ ରାତିରେ ନାକଟିଦେଉଳ ବ୍ଲକ୍ ସରାପାଲି ପଞ୍ଚାୟତ ପେଣ୍ଡୋରାଖୋଳ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନ…