ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୯ଟି ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର ,୨୫!୫(ପ୍ରକାଶ କୁମାର ହାତୀ ): ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗରିପାଲି ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଚେରୁପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ…