ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ନଟବର ବାରିକଙ୍କ ଅଧ୍ୟକ୍ଷତାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି।ଜିଲ୍ଲା…