କୋମଣ୍ଡ ଅଞ୍ଚଳରେ ଲାଗି ରହିଛି ହାତୀ ଉପଦ୍ରବ
ଲକ୍ଷ ଲକ୍ଷ ଟଙ୍କାର ଧାନ ଓ ଅନ୍ୟାନ୍ୟ ଫସଲ ନଷ୍ଟ
ଓଡ଼ଗାଁ,(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ବ୍ଳକ କୋମଣ୍ଡ ଓ ରୋହିବାଙ୍କ ପଞ୍ଚାୟତ ଅଞ୍ଚଳରେ ହାତୀମାନଙ୍କ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବନକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ ହାତୀଙ୍କୁ ଘଉଡ଼ାଇବାକୁ ସେଭଳି…