କିଟରେ ୩୬ତମ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ଯୁବ ମହୋତ୍ସବ ଉଦଯାପିତ
ଭୁବନେଶ୍ୱର,୨୭ା୧୨: କିଟରେ ୩୬ତମ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ଯୁବ ମହୋତ୍ସବ ‘କ୍ରିତି ଉତ୍ସବ’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଗତ ୫ଦିନ ଧରି ଚାଲିଥିବା କ୍ରିତି ଉତ୍ସବର ଉଦଘାଟନୀ ଉତ୍ସବରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବପିଢ଼ି ନିଜକୁ…