ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଓ ମୋ ଭାରତ ପକ୍ଷରୁ ନିଶା ନିବାରଣ ଆଲୋଚନାଚକ୍ର ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ପଦ୍ମପୁରସ୍ଥିତ ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଓ ମୋ ଭାରତ ପକ୍ଷରୁ ନିଶା ନିବାରଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଉଚ୍ଚ ମାଧ୍ୟମିକ!-->…