ଅନୁଗୋଳ ଓ ଢ଼େଙ୍କାନାଳରେ ବିଭିନ୍ନ ରେଳ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ
ଖୁବ ଶୀଘ୍ର ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକତାକୁ ଚାଲିବ ନୂଆ ଟ୍ରେନ -ଧର୍ମେନ୍ଦ୍ର ପ୍ରଧାନ
ଅନୁଗୋଳ/ଢ଼େଙ୍କାନାଳ –ଖୁବ ଶୀଘ୍ର ସମ୍ବଲପୁରରୁ ଏକ ନୂଆ ଟ୍ରେନ ତାଳଚେର, ଅନୁଗୋଳ ଓ ଢ଼େଙ୍କାନାଳ ଦେଇ କୋଲକତାକୁ ଚଳାଚଳ କରିବ ବୋଲି ରବିବାର ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ…