ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର ମଧ୍ୟରେ ଭାରତର ବିଶିଷ୍ଟ ଗଣିତଜ୍ଞ ରାମାନୁଜଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଗଣିତ ଚାର୍ଟ ପ୍ରଦର୍ଶନ ,…