୧୯ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ସାଢେ ପାଞ୍ଚ ଲକ୍ଷ ଲୋକ ୨୪ ଘଣ୍ଟିଆ ସ୍ବଚ୍ଛ ପାଣି ପାଇଲେ
ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ସ୍ବପ୍ନ ଓ ମୋ ସରକାରର ପ୍ରାଥମିକତା – ମୁଖ୍ୟମନ୍ତ୍ରୀ
ବୁନ୍ଦାଏ ବି ପାଣି ନଷ୍ଟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ…