ଆଦିବାସୀ ଜୁଆଙ୍ଗ ସମ୍ପ୍ରଦାୟର ଦିବ୍ୟାଙ୍ଗ ଯୁବତୀଙ୍କୁ ନୂଆ ଜୀବନ ଦେଲା ଓଡିଶା ମୋ ପରିବାର
ଭୁବନେଶ୍ୱର: ଯେଉଁ ବୟସରେ ହସି,ଖେଳି ପାଠ ପଢିବାକୁ ଯିବା କଥା, ସେହି ବୟସରେ ମାନସୀ ଦିବ୍ୟାଙ୍ଗ ଭାବେ ଅଗଣାରେ ପଡ଼ି ଲୁହ ଝରାଉଥିଲେ। ଅଣ୍ଟା ହାଡ଼ ଖସି ଯାଇଥିବାରୁ ଦୈନନ୍ଦିନ କାମ କରିବାକୁ ଅସମର୍ଥ ହୋଇ ପଡ଼ିଥିଲେ ସେ, ଅନ୍ୟର ସାହାରାରେ ଚଳପ୍ରଚଳ କରୁଥିବାରୁ ମନେ ମନେ ଭାଙ୍ଗି ପଡୁଥିଲେ ।…