ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ସମନ୍ଵୟ ଋଣ ମେଳା ଅନୁଷ୍ଠିତ
ଜଗତସିଂହପୁର/ସୁମନ୍ତ କୁମାର ଦାସ: ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ମାନଙ୍କୁ ବ୍ୟାଙ୍କ ଜରିଆରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ସମନ୍ୱୟ ଋଣ ମେଳା ଅନୁଷ୍ଠିତ ହୋଇଯାଇଛି l କୃଷ୍ନାନନ୍ଦପୁର ଠାରେ ଥିବା ଇଣ୍ଡିଆନ ବ୍ୟାଙ୍କ ଓ ଶଙ୍ଖେଶ୍ୱର ଠାରେ ଥିବା ଇଣ୍ଡିଆନ ବ୍ୟାଙ୍କ ଶାଖା ପକ୍ଷରୁ ଋଣ ମେଳା…