ନବରଙ୍ଗପୁରରେ ନୂଆ ପ୍ରାଇମେରୀ ସବଷ୍ଟେସନ ଉଦଘାଟନ କଲା ଟିପିଏସ୍ଓଡିଏଲ୍
୭ ହଜାରରୁ ଅଧିକ ଉପଭୋକ୍ତାଙ୍କୁ ଗୁଣାତ୍ମକ ବିଜୁଳି ସେବା
ଝରିଗାଁ ବ୍ଲକ୍ ଚଚାଠାରେ ସ୍ଥାପିତ ହେଲା ଏହି ନୂଆ ସବଷ୍ଟେସନ
ବ୍ରହ୍ମପୁର,ମଇ- ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘ ଦିନର ଦାବିକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅନ୍ତର୍ଗତ ଚଚା ପଞ୍ଚାୟତଠାରେ ଟିପି…