ଓଡିଶା ରାଜ୍ୟ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ମହାସଂଘ ନିର୍ଦ୍ଦେଶ କ୍ରମେ ମହାସଂଘର ଗଜପତି ଜିଲ୍ଲା ଶାଖା ପକ୍ଷରୁ ଆସନ୍ତା ୧୪ ରିଖ ଠାରୁ ୨୧ ରିଖ ପର୍ଯ୍ୟନ୍ତ ଅସହଯୋଗ ଆନ୍ଦୋଳନ ପାଇଁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ…