ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
https://youtu.be/301e5ER3CKY
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ…