ଭୁବନେଶ୍ୱର-କୋଣାର୍କ ୭୧ ନମ୍ବର ରୁଟ୍ରେ ପୁନଃ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା
ଭୁବନେଶ୍ୱର, :ଭୁବନେଶ୍ୱରଠାରୁ କୋଣାର୍କ ପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ଗମନାଗମନ ସୁବିଧା ପାଇଁ ୭୧ ନମ୍ବର ରୁଟ୍ରେ ପୁଣି ଆରମ୍ଭ ହୋଇଥିବା ‘ମୋ ବସ୍’ ସେବାକୁ ଇଲୋକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ(ରାଷ୍ଟ୍ର) ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଶୁଭାରମ୍ଭ…