ଶିକ୍ଷାନୁଷ୍ଠାନ ନିକଟରେ ତମାଖୁ ବିକ୍ରୟ ବିରୋଧରେ ମିଳିତ ଚଢ଼ାଉ.:୬ଟି ଦୋକାନରୁ ୧୧୦୦ ଟଙ୍କା ଜରିମାନା ଆଦାୟ
ମୟୁରଭଞ୍ଜ ରୁ ଦିପୁ ମହାପାତ୍ର :ମୟୂରଭଞ୍ଜ ଜିଲ୍ଲାର ଚାନ୍ଦୁଆ ଥାନା ଅଞ୍ଚଳରେ ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ପୋଲିସ ବିଭାଗ, ଡ୍ରଗ ଇନ୍ସପେକ୍ଟର, ମୟୂରଭଞ୍ଜ ରେଞ୍ଜ–୧ ଏବଂ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ତମାଖୁଜାତ ନିଶାଦ୍ରବ୍ୟ ବିକ୍ରୟ ବିରୋଧରେ ଚଢ଼ାଉ ଓ ଯାଞ୍ଚ ଅଭିଯାନ…