ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ
ଗ୍ରାମ୍ୟ ଉନ୍ନୟନ ଯୋଜନା ପ୍ରକଳ୍ପକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର :ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ…