ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ମଜବୁତ କରିବ
ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର-- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ…