ପଦ୍ମପୁର ଉପ ନିର୍ବାଚନ ପ୍ରସଙ୍ଗରେ ସିଇଓଙ୍କୁ ଭେଟିଲା ବିଜେପି ପ୍ରତିନିଧିଦଳ
ନିର୍ବାଚନମଣ୍ଡଳୀର ସମସ୍ତ ‘କାର୍ଯ୍ୟରତ କିମ୍ବା ବାସିନ୍ଦା’ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟୀତ୍ୱରୁ ବାଦ୍ ଦିଆଯାଉ: ବିଜେପି
ଭୁବନେଶ୍ୱର, : ନିର୍ବାଚନମଣ୍ଡଳୀରେ ଥିବା କୈାଣସି ସରକାରୀ ଅଧିକାରୀ କିିମ୍ବା ସରକାରୀ ଚାକିରୀ କରୁଥିବା ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା…