ବରଗଡ଼ ଜିଲ୍ଲାରେ 21 ରୁ ହେବ ଧାନ କିଣା
17 ରୁ ହେବ ଟୋକନ ଜେନେରେଟ
ବରଗଡ଼ :- ସମ୍ବଲପୁର ଓ ବରଗଡ ଜିଲ୍ଲାରେ ଅନୁକୂଳ ପାଣିପାଗ ହେତୁ ଧାନ ଅମଳ ଶୀଘ୍ର ହୋଇଥିବାରୁ ଖରିଫ ଋତୁ ୨୦୨୨-୨୩ ପାଇଁ ଚାଷୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ଚଳିତ ନଭେମ୍ବର ୨୧ରୁ ବରଗଡ ଓ ୨୨ରୁ ସମ୍ବଲପୁର ଜିଲ୍ଲାରେ ଧାନ ସଂଗ୍ରହ ଆରମ୍ଭ କରିବାକୁ…