ଦନ୍ତାକୁ ମାରି ଦାନ୍ତ ଲୁଟ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ
ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ଅଧୀନ କାନବିନ୍ଧା ସଂରକ୍ଷିତ ଜଙ୍ଗଲ ଭିତରେ ଗତ ଜୁଲାଇ ମାସରେ ଦନ୍ତାହାତୀକୁ ମାରି ଦାନ୍ତ କାଟି ନେବା ଘଟଣାରେ ଆଉ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ବନ ବିଭାଗ। ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ବେଲାଟୁନ୍ ଗ୍ରାମର ପ୍ରଦିପ କୁମାର ଦିଗାଲ…