ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
* ବିଭିନ୍ନ ୨0ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
* ତୁରନ୍ତ ସମାଧାନ ହେଲା ବିଭିନ୍ନ 0୮ଗୋଟି ଅଭିଯୋଗ
ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର…