“ଆସନ୍ତୁ, ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବା “
ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
"ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦…